ଚିଙ୍ଗୁଡ଼ି ଘେରିକୁ କେନ୍ଦ୍ରକରି ବୋମାମାଡ, ଜଣେ ଆହତ
ବ୍ରହ୍ମଗିରି ୫।୮: ଚିଙ୍ଗୁଡ଼ି ଘେରିକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମୁହାଁମୁହିଁ । ଗୋଷ୍ଠୀ ସଂଘର୍ଷରୁ ବୋମାମାଡ ହୋଇଛି । ବୋମାମାଡରେ ଜଣେ ଆହତ ହୋଇଛନ୍ତି । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ସିଆରା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ସିଆରା ଗାଁରେ ଚିଙ୍ଗୁଡ଼ି ଘେରିକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ଗୋଷ୍ଠୀ ସଂଘର୍ଷକୁ ନେଇ ବୋମାମାଡ଼ ହୋଇଛି । ବୋମାମାଡରେ […]