ଇଣ୍ଡିଆ-ଇଣ୍ଡିଜ ପ୍ରଥମ ଟି୨୦ : ବିଜୟ ଧାରା ଜାରି ରଖିବା ଲକ୍ଷ୍ୟରେ ରୋହିତ ସେନା
ଟରୌବା,୨୯/୦୭: ଘରୋଇ ୱେଷ୍ଟ ଇଣ୍ଡିଜ ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମ୍ୟାଚ୍ ଖେଳାଯିବ । ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଟି-ଟ୍ୱେଣ୍ଟି ଦଳ ଇତି ମଧ୍ୟରେ ୱେଷ୍ଟ ଇଣ୍ଡିଜ୍ରେ ପହଞ୍ଚି ଅଭ୍ୟାସ ଆରମ୍ଭ କରିଛି । ଏହି ୫ ମ୍ୟାଚ୍ ବିଶିଷ୍ଟ ସିରିଜରେ ଷ୍ଟାର୍ ବ୍ୟାଟର ବିରାଟ କୋହଲି, ପେସ୍ ବୋଲର ଜଶପ୍ରୀତ ବୁମରା, ୟୁଝବେନ୍ଦ୍ର ଚହଲଙ୍କୁ ଦେଖିବାକୁ ମିଳିବ ନାହିଁ । କୋହଲି ଓ ବୁମରାଙ୍କୁ ସମ୍ପୂର୍ଣ୍ଣ ୱେଷ୍ଟ ଇଣ୍ଡିଜ୍ ଗସ୍ତରୁ ବାଦ ଦିଆଯାଇଛି […]