ପୁରୀରୁ ହାଓଡ଼ା ବନ୍ଦେ ଭାରତ, ଆଜି ପ୍ରଥମ ଟ୍ରାଏଲ୍ ରନ୍
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ପୁରୀରୁ ହାଓଡ଼ାକୁ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ। ୧୩୦ କିମି ବେଗରେ ଗତି କରୁଥିବା ଏହି ଟ୍ରେନ୍ ଚଳାଚଳ ଲାଗି ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଏକ ନୂଆ ବନ୍ଦେ ଭାରତ ଏକ୍ସପ୍ରେସ୍ ଚେନ୍ନାଇସ୍ଥିତ ଇଣ୍ଟେଗ୍ରାଲ କୋଚ୍ […]









