ଓଡ଼ିଆ ଭାଷାକୁ କଦର୍ଥ: ଓଏସ୍ଏସ୍ସି ପରୀକ୍ଷା ବାତିଲ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ(ଓଏସ୍ଏସ୍ସି) ପକ୍ଷରୁ ପରିଚାଳିତ ଆକାଉଣ୍ଟାଣ୍ଟ ପରୀକ୍ଷାର ଓଡ଼ିଆ ଭାଷା ପ୍ରଶ୍ନପତ୍ରରେ ତ୍ରୁଟି ସାମ୍ନାକୁ ଆସିବା ପରେ ଏବେ ସମ୍ପୂର୍ଣ୍ଣ ପରୀକ୍ଷାକୁ ବାତିଲ୍ କରାଯାଇଛି। ଏ ସମ୍ପର୍କରେ ଓଏସ୍ଏସ୍ସି ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ […]









