ବଦଳିଲା ପାଗ: ୩ ଦିନ ତାତିରୁ ମୁକ୍ତି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ତାତି ଓ ଗୁଳୁଗୁଳିରେ କଲବଲ ରାଜ୍ୟବାସୀଙ୍କୁ ସାମୟିକ ଆଶ୍ବସ୍ତି ମିଳିଛି। ଗତକାଲି ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ପାଣିପାଗ ବିଭାଗ ପକ୍ଷରୁ ୭ ଜିଲ୍ଲା ପାଇଁ ହିଟ୍ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଥିଲା। କିନ୍ତୁ […]









