ଟ୍ରକକୁ ପିଟିଲା ବସ୍; ୭ ଆହତ, ମେଡିକାଲରେ ଭର୍ତ୍ତି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭଦ୍ରକ: ଟ୍ରକ୍କୁ ଏକ ଯାତ୍ରୀବାହୀ ବସ୍ ଧକ୍କା ଦେବାରୁ ୭ ଜଣ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କୁ ଚିକିତ୍ସା ଲାଗି ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ବସ୍ଟି ଭୁବନେଶ୍ୱରରୁ କୋଲକାତା ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଜାତୀୟ […]









