ମହାପ୍ରଭୁଙ୍କ ଦର୍ଶନ କଲେ ଜୟପ୍ରଦା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ . ପୁରୀ : ବଲିଉଡ୍ର ଖ୍ୟାତନାମା ଅଭିନେତ୍ରୀ ତଥା ପୂର୍ବତନ ସାଂସଦ ଜୟପ୍ରଦା ଗୁରୁବାର ଦିନ ପୁଅ ସମ୍ରାଟଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦର ଭିତରକାଠରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରି ଆଶିଷ ଲାଭ କରିଛନ୍ତି। ଜୟପ୍ରଦା ଗୁରୁବାର […]









