ଛତିଶଗଡ଼ ରାଜ୍ୟପାଳ ହେଲେ ବିଶ୍ବଭୂଷଣ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଆଜି ଛତିଶଗଡ଼ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ଛତିଶଗଡ଼ ରାଜ୍ୟପାଳ ଅନୁସୂଇୟା ଉଇକେଙ୍କୁ ମଣିପୁରର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ସୁପ୍ରିମ କୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଏସ୍. ଅବଦୁଲ୍ ନଜିର୍ଙ୍କୁ ଆନ୍ଧ୍ରପ୍ରଦେଶ […]









