ଉପା ଅମଳର ରାଜ ଖୋଲିଲେ ଅମିତ ଶାହ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆଦିଲ୍ଲୀ: କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର ଦୁରୁପଯୋଗ କରାଯାଉଛି ବୋଲି ବିରୋଧୀ ଦଳଗୁଡ଼ିକର ଅଭିଯୋଗକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ, ମୋଦୀ ଯେତେବେଳେ ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ ଏବଂ କେନ୍ଦ୍ରରେ କଂଗ୍ରେସ-ନେତୃତ୍ବାଧୀନ […]









