ଓଡ଼ିଶାରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ହିଁ ବାସ୍ତବତା: ଧର୍ମେନ୍ଦ୍ର ପ୍ରଧାନ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଓଡ଼ିଶାରେ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଝାରସୁଗୁଡାରେ ନାବାଳକ ସମର୍ଥଙ୍କ ହତ୍ୟା ଘଟଣା ଉଠାଇ ଶ୍ରୀ ପ୍ରଧାନ କହିଛନ୍ତି, ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି ଓ ଏହା ହିଁ […]









