ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ି ୨ ଶିଶୁକନ୍ୟା ମୃତ: ଅଳ୍ପକେ ବର୍ତ୍ତିଲେ ବାପାମାଆ
ବିଶୋଇ: ମୟୂରଭଞ୍ଜ ଜିଲ୍ଲାରେ କାନ୍ଥ ପଡ଼ି ଦୁଇଜଣଙ୍କ ପ୍ରାଣହାନି ଘଟିଥିବାର ଖବର ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ମୟୂରଭଞ୍ଜ ଜିଲ୍ଲାର ବିଶୋଈ ବ୍ଲକ୍ ଲୁହାକନି ପଞ୍ଚାୟତ ଭୋଳବେଡାଗାଁରେ ଅଘଟଣ ଘଟିଛି। ଏଠାରେ ଲଗାଣ ବର୍ଷା ଯୋଗୁ କାନ୍ଥ ପଡ଼ି ୨ ନାବାଳିକାଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ତେବେ ମୃତ ନାବାଳିକାଙ୍କ ବାପାମା ଅଳ୍ପକେ ବର୍ତ୍ତିଯାଇଛନ୍ତି। ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ଲୁହାକାନି ପଞ୍ଚାୟତର ଭୋଳବେଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ କାନ୍ଥ ଭୁଶୁଡ଼ି ୨ ଶିଶୁକନ୍ୟାଙ୍କର […]