ରାଜ୍ୟରେ ବଢିଲା ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୭୧ କରୋନା ପଜିଟିଭ୍
ଭୁବନେଶ୍ୱର ୦୮।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୦୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିପରି ୦ରୁ ୧୮ […]