ଯାଜପୁରରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣା: ମୟୂରଭଞ୍ଜର ଝିଅ, ଭୁବନେଶ୍ବରରେ ପଢ଼ୁଥିଲେ ପାଠ, CCTV ଫୁଟେଜ୍ରୁ ଲିଙ୍କ୍ ଖୋଜୁଛି ପୋଲିସ
ଯାଜପୁର ୨୭।୧: ରାସ୍ତାକଡରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣାରେ ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍ । ସିସିଟିଭି ଫୁଟେଜ୍ରେ ଦୁଇ ଜଣ ଯୁବକ ଏକ ସ୍କୁଟିରେ ବସାଇ ଛାତ୍ରୀଙ୍କୁ ନେଉଥିବା ଦେଖିବାକୁ ମିଳିଛି । ଜଣେ ଯୁବକ ଗାଡି ଚଲାଉଥିବା ବେଳେ ଆଉ ଜଣେ ଯୁବକ ମୃତ ଛାତ୍ରୀଙ୍କୁ ଧରି ବସିଥିବାର ସିସିଟିଭି ଫୁଟେଜ୍ରେ ରହିଛି । ଯାହାକୁ ଆଧାର କରି ପୋଲିସ ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ ଯେ, ଯାଜପୁର-କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର […]