ରାଜ୍ୟ ସ୍ପେଶାଲ ରିପୋର୍ଟ

ପୁଣି ବିଧାନସଭାରେ ଉଠିଲା ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗ: ପୂର୍ବାହ୍ନ ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ଆଜି ପୁଣି ବିଧାନସଭାରେ ଉଠିଲା ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗ। ପ୍ରଶ୍ନକାଳରେ ବିରୋଧୀ ବିଜେପି ଓ କଂଗ୍ରେସ ସଦସ୍ୟମାନେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗ ନେଇ ଆଲୋଚନା କରିବାକୁ ଦାବି କରିଥିଲେ, ହେଲେ ସେଥିଲାଗି ବାଚସ୍ପତି ଅନୁମତି […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ପ୍ରୋ-ଲିଗ୍‌ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଉରକେଲା ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ରାଉରକେଲାରେ ନବନିର୍ମିତ ବିର୍ସା ମୁଣ୍ଡା ଆଥଲେଟିକ ଷ୍ଟାଡିୟମ ଉଦ୍‌ଘାଟନ କରିବାସହ ହକି ପ୍ରୋ-ଲିଗ୍‌ର ଶୁଭାରମ୍ଭ କରିବେ। ଏହାସହ ରାଉରକେଲାରେ ରାତ୍ରିଯାପନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ସୂଚନା ଅନୁସା‌ରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ବାହାରି ରାଉରକେଲାରେ ଅପରାହ୍ନ ୫ଟା ୨୦ରେ ପହଞ୍ଚିବେ। ବିମାନବନ୍ଦରରୁ ସିଧାସଳଖ ବିର୍ସା ଛକରେ ପ୍ରାୟ ୧୨୪ କୋଟିରେ ନିର୍ମିତ ଅତ୍ୟାଧୁନିକ ଆଥ୍‌ଲେଟିକ୍‌ […]

ଅପରାଧ ରାଜ୍ୟ

ଭିସୁଟ୍‌ ଛାତ୍ରୀ ମୃତ୍ୟୁ ଘଟଣା: ତଦନ୍ତ ନ ସରୁଣୁ ନିଷ୍କର୍ଷ ଶୁଣାଇଲା ପୁଲିସ୍‌!

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ସମ୍ବଲପୁର/ବୁର୍ଲା/ବଲାଙ୍ଗୀର  : ଭିସୁଟ୍ ଛାତ୍ରୀ ଚିନ୍ମୟୀ ସାହୁଙ୍କ ମୃତ୍ୟୁ ମାମଲାର ରହସ୍ୟ ବଢ଼ି ଚାଲିଥିବା ବେଳେ ତଦନ୍ତ ନ ସରୁଣୁ ନିଷ୍କର୍ଷ ଶୁଣାଇବା ଆରମ୍ଭ କରିଦେଲାଣି ସମ୍ବଲପୁର ପୁଲିସ। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା: ୩୨୧୮ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ପରୀକ୍ଷାର୍ଥୀ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ: ଆଜିଠାରୁ ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନରେ ପରୀକ୍ଷାର୍ଥୀମାନେ ମାତୃଭାଷା ପରୀକ୍ଷା ଦେଉଛନ୍ତି। ରାଜ୍ୟର ମୋଟ ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା କରାଯାଉଛି।  ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା(ମାଟ୍ରିକ୍), ମଧ୍ୟମା (ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍(ଓପନ୍ ସ୍କୁଲ)ର ଦ୍ବିତୀୟ ସମ୍ମେଟିଭ୍ ଆସେସ୍‌ମେଣ୍ଟ(ଏସ୍ଏ–୨) ପରୀକ୍ଷା ଆଜିଠାରୁ ସକାଳ ୮ଟାରୁ ଆରମ୍ଭ ହେଇଛି। ପରୀକ୍ଷା ପୂର୍ବାହ୍ନ ୧୦ଟାରେ ସରିବ। କେବଳ ଗଣିତ ପରୀକ୍ଷା ୧୦ଟା ୧୫ରେ ସରିବ। ପରୀକ୍ଷା ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ଚାଲିବ। ପରୀକ୍ଷାର୍ଥୀଙ୍କ ପାଇଁ ସକାଳ ୭ଟାରୁ ପରୀକ୍ଷା କେନ୍ଦ୍ର ଖୋଲା ରହିଥିଲା। ମାଟ୍ରିକ ରେ‌ଗୁଲାର, ଏକ୍ସରେଗୁଲାର, ପତ୍ରବିନିମୟ ପରୀକ୍ଷାର୍ଥୀଙ୍କ ପ୍ରଶ୍ନପତ୍ର ସମାନ ରହିବ। ସେହିପରି ମଧ୍ୟମାର ରେଗୁଲାର, ଏକ୍ସ ରେଗୁଲାର ଓ ଓପନ୍‌ ସ୍କୁଲର ପୁରୁଣା, ନୂଆ ବ୍ୟାଚ୍‌ ଛାତ୍ରଛାତ୍ରୀଙ୍କ ପ୍ରଶ୍ନପତ୍ର ମଧ୍ୟ ସମାନ ରହିବ। ଏଏସ୍‌-୧ ଭଳି ଏସ୍‌ଏ–୨ର ପ୍ରଶ୍ନପତ୍ର ଢ଼ାଞ୍ଚା ସମାନ ରହିବ। ‌ଭୋକେସନାଲ ଟ୍ରେଡ୍ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୮୦ ନମ୍ବର ପରୀକ୍ଷା କରାଯିବ। ଏଥିରେ ୫୦ ନମ୍ବର ସଂକ୍ଷିପ୍ତ ଉତ୍ତରମୂଳକ(ଏମ୍‌ସିକ୍ୟୁ) ପ୍ରଶ୍ନ ଆସିବ ଯାହାର ଉତ୍ତରକୁ ଓଏମ୍‌ଆର୍‌ ସିଟ୍‌ରେ ପୂରଣ କରାଯିବ। ଅବଶି‌ଷ୍ଟ ୩୦ ନମ୍ବର ସବ୍‌ଜେକ୍ଟିଭ୍‌ ପ୍ରଶ୍ନ ଆସିବ ଓ ଏହାର ଉତ୍ତର ପ୍ରଶ୍ନପତ୍ର ବୁକ୍‌ଲେଟ୍‌ରେ ଲେଖିବାକୁ ପଡ଼ିବ। ଗଣିତ ବିଷୟରେ ଛାତ୍ରଛାତ୍ରୀଙ୍କୁ ଅତିରିକ୍ତ ୧୫ ମିନିଟ୍ ସମୟ ମିଳିବ ଅର୍ଥାତ୍‌ ଗଣିତ ପରୀକ୍ଷା ଅବଧି ୨ଘଣ୍ଟା ୧୫ ମିନିଟ୍ ରହିବ। ବୋର୍ଡ କାର୍ଯ୍ୟସୂଚୀ ଅନୁସାରେ ମାର୍ଚ୍ଚ ୧୦ ତାରିଖ ଶୁକ୍ରବାର ଦିନ ପ୍ରଥମ ଭାଷା (ଓଡ଼ିଆ, ହିନ୍ଦୀ, ବଙ୍ଗଳା, ଉର୍ଦ୍ଦୁ, ତେଲଗୁ, ଅଲଟରନେଟିଭ ଇଂରାଜୀ), ୧୩ ତାରିଖ ସୋମବାର ଦିନ ଦ୍ବିତୀୟ ଭାଷା (ଇଂରାଜୀ, ହିନ୍ଦୀ, ମୂକ ଓ ବଧିରଙ୍କ ପାଇଁ ପରିବେଶ ଓ ଜନସଂଖ୍ୟା), ୧୪ତାରିଖ ମଙ୍ଗଳବାର ତୃତୀୟ ଭାଷା( ହିନ୍ଦୀ, ଓଡ଼ିଆ, ପାର୍ସି, ସଂସ୍କୃତ), ୧୬ତାରିଖ ଗୁରୁବାର ସାଧାରଣ ବିଜ୍ଞାନ, ୧୮ତାରିଖ ଶନିବାର ସାମାଜିକ ବିଜ୍ଞାନ, ୨୦ ତାରିଖ ସୋମବାର ଗଣିତ ପରୀକ୍ଷା ଅନୁଷ୍ଠିତ ହେବ। ‌ଭୋକେସନାଲ ଟ୍ରେଡ ପ୍ରାକ୍ଟିକାଲ ପରୀକ୍ଷା ନିଜ ନିଜ ସ୍କୁଲରେ ଫେବ୍ରୁଆରି ୧୫ରୁ ୧୮ତାରିଖ ମଧ୍ୟରେ ଅନୁ‌ଷ୍ଠିତ ହେବ। ମଧ୍ୟମା(ସଂସ୍କୃତ‌ ଟୋଲ) ପରୀକ୍ଷା କାର୍ଯ୍ୟସୂଚୀ ଅନୁସାରେ, ମାର୍ଚ୍ଚ ୧୦ରେ ପେପର–୪(ଓଡ଼ିଆ), ମାର୍ଚ୍ଚ ୧୩ ରେ ପେପର–୮(ଇଂରାଜୀ), ମାର୍ଚ୍ଚ ୧୪ ରେ ପେପର–୨(ସଂସ୍କୃତ ସାହିତ୍ୟମ୍‌), ମାର୍ଚ୍ଚ ୧୫ ରେ ପେପର–୧(ସଂସ୍କୃତ ବ୍ୟାକରଣ ଓ ଦର୍ଶନ), ମାର୍ଚ୍ଚ ୧୬ରେ ପେପର–୬(ସାଧାରଣ ବିଜ୍ଞାନ), ମାର୍ଚ୍ଚ ୧୭ରେ ପେପର–୩ (ପ୍ରୟୋଗାତ୍ମକ ସଂସ୍କୃତ), ମାର୍ଚ୍ଚ ୧୮ ତାରିଖରେ ପେପର–୭ (ସାମାଜିକ ବିଜ୍ଞାନ) ଓ ମାର୍ଚ୍ଚ ୨୦ ତାରିଖ ପେପର–୫(ଗଣିତ) ପରୀକ୍ଷା ହେବ। ମଧ୍ୟମାରେ ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ, ଇଂରାଜୀ ବିଷୟ ପରୀକ୍ଷାରେ ୩୦ ନମ୍ବର ସବ୍‌ଜେକ୍ଟିଭ୍ ଓ ୩୦ ନମ୍ବର ଅବ୍‌ଜେକ୍ଟିଭ୍ ଏହିପରି ମୋଟ ୬୦ ନମ୍ବର ପରୀକ୍ଷା ହେବ। ଅନ୍ୟ ବିଷୟରେ ୩୦ ମାର୍ଚ୍ଚ ସବ୍‌ଜେକ୍ଟିଭ୍ ଓ ୫୦ ନମ୍ବର ଅବ୍‌ଜେକ୍ଟିଭ୍ ପରୀକ୍ଷା କରାଯିବ। ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଚକାପଥର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ: ସରୁନି ବିଦ୍ୟାଳୟ ଗୃହ ନିର୍ମାଣ, ଗ୍ରାମ କୋଠଘରେ ଚାଲିଛି ପାଠପଢ଼ା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆଗାଁ : ସରକାର ଶିକ୍ଷା ପ୍ରତି ଛାତ୍ରଛାତ୍ରୀଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଯୋଜନାମାନ ପ୍ରଣୟନ କରିବା ସହିତ ବିଦ୍ୟାଳୟଗୁଡ଼ିକର ରୂପରେଖ ବଦଳାଇବା ପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି। ଫଳରେ ଛାତ୍ରଛାତ୍ରୀମାନେ ପାଠପଢି ରୋଜଗାରକ୍ଷମ ହେବା ସଙ୍ଗେ ସଙ୍ଗେ […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ଗାରୋଇ: ଅସୁରକ୍ଷିତ କୋଠା ପାର୍ଶ୍ବରେ ଚାଲୁଛି ଶିକ୍ଷାଦାନ, ଯେକୌଣସି ମୁହୂର୍ତରେ ଘଟିପାରେ ବଡ଼ ଧରଣର ଅଘଟଣ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଗାରୋଇ : କାନ୍ଥରେ ଲେଖି ଦିଆଯାଇଛି ଅସୁରକ୍ଷିତ ଶ୍ରେଣୀ ଗୃହ। କିନ୍ତୁ ବିଦ୍ୟାଳୟ ପରିସରରେ ଥିବା ସେହି କୋଠାଗୁଡ଼ିକୁ ଭଙ୍ଗାଯାଇ ନାହିଁ। ଅସୁରକ୍ଷିତ କୋଠା ପାର୍ଶ୍ବରେ ଶିକ୍ଷାଦାନ ଚାଲୁଛି। ଛାତ୍ରଛାତ୍ରୀମାନେ ଖେଳକୁଦ ଓ ଚଳପ୍ରଚଳ ହେଉଛନ୍ତି। ନାଉଗାଁ ବ୍ଲକ୍‌ର ସେପରି ୭୬ଟି […]

ରାଜ୍ୟ ସ୍ପେଶାଲ ରିପୋର୍ଟ

କୋରାପୁଟ ଜିଲ୍ଲାରେ ଦିଗହରା ବଳରାମ ଯୋଜନା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଜୟପୁର : ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ଭୂମିହୀନ ତଥା ଭାଗ ଚାଷୀଙ୍କୁ “ବଳରାମ” ଯୋଜନା ଜରିଆରେ ବ୍ୟାଙ୍କରୁ ଆନୁଷ୍ଠାନିକ ଋଣ ଯୋଗାଇ ଦେବା ବ୍ୟବସ୍ଥା କରାଯାଇଛି। ତେବେ କୋରାପୁଟ ଜିଲ୍ଲାରେ ଏହା ଦିଗହରା ହୋଇ […]

ରାଜ୍ୟ

ଲୋକଙ୍କ କାମରେ ଆସୁନି କୋଟିଆ ଶୀତଳ ଭଣ୍ଡାର, ବୃଦ୍ଧି ପାଉଛି ଅସନ୍ତୋଷ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ପଟ୍ଟାଙ୍ଗି : କୋରାପୁଟ ଜିଲ୍ଲାର କୋଟିଆକୁ ନେଇ ଉଭୟ ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ମଧ୍ୟରେ ଦୀର୍ଘ ଦିନରୁ ବିବାଦ ଲାଗିରହିଛି। ଅଞ୍ଚଳ ପାଇଁ ଓଡ଼ିଶା ସରକାର ବିଭିନ୍ନ ଉନ୍ନୟନ କାମ କରୁଥିବା ବେଳେ ଏଠାରେ ନିର୍ମିତ ଏକ ଶୀତଳ ଭଣ୍ଡାର […]

ଅପରାଧ ରାଜ୍ୟ

ପୁରୀ: ମାର୍କେଟ କମ୍ପ୍ଲେକ୍ସରେ ନିଆଁ, ୩ ପର୍ଯ୍ୟଟକ ଉଦ୍ଧାର

ପୁରୀ: ଟାଉନ୍‌ ଥାନା ଅନ୍ତର୍ଗତ ମରିଚିକୋଟ ଛକ ନିକଟ ଲକ୍ଷ୍ମୀବଜାରରେ ଥିବା ସମ୍ରାଟ ମାର୍କେଟ କ‌ମ୍ପ୍ଲେକ୍ସରେ ବୁଧବାର ରାତି ପ୍ରାୟ ସାଢ଼େ ୮ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମାର୍କେଟ ପରିସରରେ ନିଆଁ ଲାଗିବା କାରଣରୁ ଅନେକଗୁଡ଼ିଏ ଦୋକାନର କ୍ଷତି ହୋଇଛି। ପ୍ରବଳ ଧୂଆଁ ବାହାରୁଥିବାରୁ କେତେକ ଅଗ୍ନିଶମ କର୍ମଚାରୀ ଅଣନିଶ୍ବାସୀ ହୋଇପଡିଛନ୍ତି। ମାର୍କେଟ କମ୍ପ୍ଲେକ୍ସ ପରିସରରେ ଥିବା ସମ୍ରାଟ ଗେଷ୍ଟ ହାଉସରେ ଫସି ରହିଥିବା ୩ ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ […]

ରାଜ୍ୟ ସ୍ପେଶାଲ ରିପୋର୍ଟ

ହାଣ୍ଡିଧୂଆଁ-ଘଣ୍ଟପଡ଼ା ଓଭର୍‌ ବ୍ରିଜ୍‌: ସରୁନି ନିର୍ମାଣ କାର୍ଯ୍ୟ, ସାଧାରଣରେ ବଢୁଛି ତୀବ୍ର ଅସନ୍ତୋଷ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ତାଳଚେର, (ବିକାଶ ଚନ୍ଦ୍ର ସାହୁ): ତାଳଚେର ବ୍ଲକ୍ ହାଣ୍ଡିଧୂଆଁ- ଘଣ୍ଟପଡ଼ା ଲେଭଲ୍‌ କ୍ରସିଂରେ ଓଭର ବିଜ୍‌ ନିର୍ମାଣ କାର୍ଯ୍ୟ ଆରମ୍ଭ ‌ହେବାର ପ୍ରାୟ ୭ ବର୍ଷ ବିତିଗଲାଣି। ଏହାର ନିର୍ମାଣ କାର୍ଯ୍ୟ ‌ଶେଷ ହେଉ ନଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ […]