ନ୍ୟାୟ ନମିଳିଲେ ଆତ୍ମହତ୍ୟା କରିବୁ: ଚିନ୍ମୟୀଙ୍କ ମା’
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ସମ୍ବଲପୁର/ବୁର୍ଲା: ପାଣିରେ ବୁଡ଼ି ଭିସୁଟ୍ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତ୍ୟୁ ଘଟିଥିବା ଆଜି ଶବ ବ୍ୟବଚ୍ଛେଦ ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଅନ୍ୟପଟରେ ଚିନ୍ମୟୀଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ କରିବା ପାଇଁ ପୁଲିସ ୩ଟି ଟିମ୍ ଗଠନ କରି ତନାଘନା ଆରମ୍ଭ […]









