୧୦ ଟଙ୍କାରୁ ଅଧିକ ହେବନି ସଂଗ୍ରହାଳୟର ପ୍ରବେଶ ଦେୟ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ(ଟିକେଟ୍) ୧୦ ଟଙ୍କାରୁ ଅଧିକ ହେବନାହିଁ। ଏହାସହ ଛାତ୍ରଛାତ୍ରୀ, କାରିଗର ଓ ବୁଣାକାରମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ନିମନ୍ତେ କୌଣସି ଦେୟ ଆଦାୟ କରାଯିବ ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି […]









