ବଜେଟ୍ରେ ନିର୍ବାଚନୀ ଛୁଙ୍କ, ୨୦୨୩-୨୪ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ବିଶାଳ ତଥା ସର୍ବକାଳୀନ ବଡ଼ ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟ୍ର ଆକାର ୨ଲକ୍ଷ ୩୦ ହଜାର କୋଟି ଟଙ୍କା ରହିଛି। ୨୦୨୨-୨୩ ବଜେଟ୍ ଆକଳନ ଠାରୁ […]









