ଏପ୍ରିଲ୍ରୁ ଆରମ୍ଭ ନୂଆ ଶିକ୍ଷାବର୍ଷ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ : ହାଇସ୍କୁଲ ପାଠ୍ୟକ୍ରମରେ ଚଳିତ ମାସ ଏପ୍ରିଲ୍ ମାସରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହୋଇ ୨୦୨୪, ମାର୍ଚ ପର୍ଯ୍ୟନ୍ତ ଚାଲିବ। ୨୦୨୨-୨୩ ଶିକ୍ଷାବର୍ଷରେ ଯେଉଁ ପାଠ୍ୟକ୍ରମ ପ୍ରଚଳିତ ହୋଇଛି, ତାହା ନୂତନ ଶିକ୍ଷାବର୍ଷ(୨୦୨୩-୨୪)ରେ ମଧ୍ୟ ପ୍ରଚଳିତ ହେବ। ନୂତନ ଶିକ୍ଷାବର୍ଷ(୨୦୨୩-୨୪)ରେ […]









