ନୂଆ ଓଡ଼ିଶା ଗଠନ ପାଇଁ ମିଳିମିଶି କାମ କରିବା: ମୁଖ୍ୟମନ୍ତ୍ରୀ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ‘ମୁଁ ଦେଖିବାକୁ ଚାହେଁ ଯେ, ଆମର ସମସ୍ତ ଉନ୍ନତିମୂଳକ ପ୍ରକଳ୍ପଗୁଡ଼ିକ ଯଥାସମ୍ଭବ କମ୍ ସମୟରେ କାର୍ଯ୍ୟକ୍ଷମ ହେବା ଦରକାର। ଆମର ଜନକଲ୍ୟାଣକାରୀ ପଦକ୍ଷେପଗୁଡ଼ିକ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚୁ। ଲକ୍ଷ୍ୟ ହାସଲ ପାଇଁ ଜିଲ୍ଲାଗୁଡ଼ିକ ମଧ୍ୟରେ ଏକ ପ୍ରତିଯୋଗିତା […]









