ସମ୍ବଲପୁର କୋର୍ଟ ପରିସରରେ ଭଙ୍ଗାରୁଜା ଘଟଣା: ହାଇକୋର୍ଟରେ ଆଇନଜୀବୀଙ୍କ ଜାମିନ ଶୁଣାଣି ଶେଷ, ରାୟ ସଂରକ୍ଷିତ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ : ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ଆନ୍ଦୋଳନରେ ସାମିଲ ହୋଇ ଭଙ୍ଗାରୁଜା କରିବା ଅଭିଯୋଗରେ ଗିରଫ ଆଇନଜୀବୀମାନଙ୍କ ଜାମିନ ଆବେଦନର ଶୁଣାଣି ଆଜି ହାଇକୋର୍ଟରେ ଶେଷ ହୋଇଛି। ଜଷ୍ଟିସ୍ ଭି. ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠରେ ସମ୍ବଲପୁର କୋର୍ଟ […]









