ନାର୍କୋ ଟେଷ୍ଟରେ ଗୋପାଳକୁ କ’ଣ ପଚରାଯିବ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : କ୍ୟାବିନେଟ୍ ମନ୍ତ୍ରୀ ନବ ଦାସ ହତ୍ୟାକାରୀ ଗୋପାଳ ଦାସର ପଲିଗ୍ରାଫ୍ ଟେଷ୍ଟ ଓ ନାର୍କୋ ଟେଷ୍ଟ କରାଇବାକୁ କ୍ରାଇମବ୍ରାଞ୍ଚ ଗୁଜୁରାଟର ଗାନ୍ଧୀ ନଗର ନେଇଛି। ଗୁରୁବାର ସେଠାରେ ପଲିଗ୍ରାଫ ଟେଷ୍ଟ ହୋଇଥିବା ବେଳେ ଆଜି ତାର ନାର୍କୋ ଟେଷ୍ଟ […]









