ସର୍ବଭାରତୀୟ ମହିଳା ସାଂସ୍କୃତିକ ସଂଗଠନର ବିକ୍ଷୋଭ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ବିଭିନ୍ନ ଦାବି ନେଇ ଆଜି ଅଲ୍ ଇଣ୍ଡିଆ ମହିଳା ସାଂସ୍କୃତିକ ସଂଗଠନ ପକ୍ଷରୁ ଲୋୟର୍ ପିଏମ୍ଜିରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ନାରୀଙ୍କୁ ନିର୍ଯାତନା ଦେଉଥିବା ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ, ମଦ ତଥା ମାଦକଦ୍ରବ୍ୟ ଓ ଅଶ୍ଳୀଳତା ଅପସଂସ୍କୃତିର ପ୍ରଚାର […]









