ଭିଜିଲାନ୍ସ ହାତରେ ଧରାପଡିଲେ ଅତିରିକ୍ତ ଥାନା ଅଧିକାରୀ, ୨୦ହଜାର ଟଙ୍କା ନେଉଥିଲେ ଲାଞ୍ଚ
ଉମରକୋଟ ୧୧।୭: ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଉମରକୋଟ ଥାନାର ଅତିରିକ୍ତ ଥାନା ଅଧିକାରୀ ଲିମରାଜ ପ୍ରଧାନ। ଗୋଟିଏ ପୁରୁଣା କେସ୍କୁ କୋହଳ କରିବାକୁ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଉଥିଲେ । ଟଙ୍କା ନେଇ ଦୌଡି ଚାଲି ଯାଉଥିବା ସମୟରେ ରାତି ୧୨ଟା ସମୟରେ ଲିମରାଜ ପ୍ରଧାନଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲେ ଭିଜିଲାନ୍ସ ଅଧିକାରୀ । ନବରଙ୍ଗପୁର ଭିଜିଲାନ୍ସ ବିଭାଗ ନେତୃତ୍ବରେ ମାଲକାନଗିରି ଭିଜିଲାନ୍ସ ବିଭାଗ ମିଳିତ ଭାବରେ ଚଢାଉ […]
