SBI ଏଟିଏମ୍ରୁ ଲୁଟ୍, ଗ୍ୟାସ୍ କଟରରେ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ବାଲେଶ୍ବର ୨୫।୬: ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମ୍ରୁ ଲୁଟ୍ । ବାଲେଶ୍ବର ସଦର ଥାନା ହଳଦୀପଦା ପଦ୍ମପୁର ବଜାରରେ ଥିବା ଏଟିଏମ୍ରୁ ଲୁଟ୍ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାଯୋଗ୍ୟ ଯେ, ବାଲେଶ୍ବର ସଦର ଥାନା ହଳଦୀପଦା ପଦ୍ମପୁର ବଜାରରେ ଥିବା ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମ୍ରୁ ଲୁଟ୍ ହୋଇଛି । ଗ୍ୟାସ୍ କଟରରେ କାଟି ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ । ତେବେ ଏଟିଏମ୍ରୁ କେତେ ଟଙ୍କା […]