ଟ୍ରକକୁ ପଛରୁ ପିଟିଲା ଅଟୋ, ଜଣେ ମୃତ
ଭଦ୍ରକ ୨୬।୦୫: ଟ୍ରକ୍କୁ ପଛପଟୁ ପିଟିଲା ଯାତ୍ରୀବାହୀ ଅଟୋ। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଖବର ଅନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା […]