ମଣି ବାବାଙ୍କ ବିବାହ ପାଇଁ ଉଠିଲା ଲଗ୍ନ ଥାଳ, ଜୁନ ୪ ପାଇଁ ଚାଲିଛି ପ୍ରସ୍ତୁତି
ଚାନ୍ଦବାଲି ୧୭।୦୫ : ୨ବର୍ଷ ପରେ ଭକ୍ତଙ୍କ ଗହଣରେ ଉଠିଲା ଆଖଣ୍ଡଳମଣିଙ୍କ ଶିବବିବାହ ପାଇଁ ଲଗ୍ନ ଥାଳ। ଚଳିତ ବର୍ଷ ବାବା ଆଖଣ୍ଡଳମଣିଙ୍କ ଶିବବିବାହ ଉତ୍ସବ ଆସନ୍ତା ଜୁନ ୪ତାରିଖରେ ମହା ଆଡମ୍ବର ସହ ପରିପାଳିତ ହେବ। ଏଥିପାଇଁ ପବିତ୍ର ଚନ୍ଦନପୂର୍ଣ୍ଣିମା ଅବସରରେ ପରମ୍ପରା ଅନୁଯାୟୀ ଲଗ୍ନ ଚିଟାଉ ଥାଳ ଉଠା ନୀତି ଅନୁଷ୍ଠିତ ହୋଇଛି। ଚଳିତବର୍ଷ ଦେବଦମ୍ପତିଙ୍କ ବିବାହ ନିମନ୍ତେ ଦୁଷ୍ମନ୍ତ ପାଢୀ ବରପିତା ଭାବେ ଚୟନ ହୋଇଥିବା ବେଳେ କନ୍ୟାପିତା ଭାବେ ବ୍ରହ୍ମପୁର ନିବାସୀ […]