ରାସ୍ତା ତଳକୁ ଖସିଲା ବାଲି ବୋଝେଇ ହାଇୱା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲ୍ପର
ଚାନ୍ଦବାଲି ୦୯/୦୫ : ଚାନ୍ଦବାଲି ଭଦ୍ରକ ମୁଖ୍ୟରାସ୍ତା ଶଗଡ଼ିଆ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡିଲା ବାଲି ବୋଝେଇ ହାଇୱା । ଫଳରେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଡ୍ରାଇଭର ଓ ହେଲ୍ ପର । ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗାଡିଟି କେନ୍ଦ୍ରାପଡ଼ା ଜିଲ୍ଲାରୁ ବାଲି ନେଇ ଚାନ୍ଦବାଲି ବାଂଶଡା ବ୍ରିଜ ନିକଟକୁ ଯାଉଥିଲା । ଏହି ସମୟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡିଥିଲା । ଖବର […]