ଫେବ୍ରୁ୍ଆରି ୧୩ରୁ ପିଲାଙ୍କ ପଞ୍ଜୀକରଣ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଶିକ୍ଷା ଅଧିକାର ଆଇନ ଅନୁଯାୟୀ ୨୦୨୩-୨୪ ଶିକ୍ଷାବର୍ଷ ପାଇଁ କ୍ୟାଲେଣ୍ଡର ପ୍ରଚଳିତ ହୋଇଛି। ଏବର୍ଷ କ୍ୟାଲେଣ୍ଡର ଅନୁଯାୟୀ ସ୍କୁଲ ପଞ୍ଜୀକରଣ ଓ ତଥ୍ୟ ସଂଶୋଧନ ଲାଗି ସମୟ ସୀମା ୨୦୨୩ ଜାନୁଆରି ୨୦ରୁ ଫେବ୍ରୁଆରି ୫ ତାରିଖ ପର୍ଯ୍ୟନ୍ତ […]









