ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଧର୍ମଶାଳା: ଜାରକାସ୍ଥିତ ଧର୍ମଶାଳା ବ୍ଲକ କାର୍ଯ୍ୟାଳୟରେ ଚାଲିଥିବା ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଆଜି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିଛନ୍ତି। ଠକେଇର ଶିକାର ହୋଇଥିବା ଏଣ୍ତଳବା ପଞ୍ଚାୟତର ୧୫ଟି ସ୍ବୟଂସହାୟକ ଗୋଷ୍ଠୀର ଶତାଧିକ ମହିଳା […]









