ଆବାସକୁ ନେଇ ବୟାନବାଜି; ଯୋଗ୍ୟ ହିତାଧିକାରୀଙ୍କୁ ନମିଳିଲେ ନବୀନ ନିବାସ ଘେରାଉ: ବିଜେପି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ରେ ହିତାଧିକାରୀଙ୍କ ସମ୍ଭାବ୍ୟ ତାଲିକା ପ୍ରକାଶ ପାଇବା ପରେ ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ବୟାନବାଜି ଆରମ୍ଭ ହୋଇଯାଇଛି। ଯଦି ଯୋଗ୍ୟ ହିତାଧିକାରୀଙ୍କୁ ଆବାସ ମିଳିବନି ତେବେ ନବୀନ ନିବାସ ଘେରାଉ କରାଯିବ ବୋଲି […]









