ବିନା ଲାଇଫ୍ ଜ୍ୟାକେଟ୍ରେ ଚିଲିକା ମନା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ବାଲୁଗାଁ : ଚିଲିକାରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବିନା ଲାଇଫ୍ ଜ୍ୟାକେଟ୍ରେ ଚିଲିକାକୁ ଯିବାନେଇ କଟକଣା ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶକ୍ରମେ ରବିବାର ବାଲୁଗାଁ ଉଚ୍ଚବିଦ୍ୟାଳୟ ପରିସରରେ […]









