ଆଜିଠୁ ବିଶ୍ବକପ୍ ଲଢ଼େଇ, ୪୮ ବର୍ଷର ପଦକ ମରୁଡ଼ିର ଅବସାନ ଲକ୍ଷ୍ୟରେ ଭାରତ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୁବନେଶ୍ବର : ଭୁବନେଶ୍ବର ଓ ରାଉରକେଲାରେ ଆୟୋଜିତ ହେବାକୁ ଥିବା ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ବକପ୍ର ପଞ୍ଚଦଶତମ ସଂସ୍କରଣ ଶୁକ୍ରବାରଠୁ ଆରମ୍ଭ ହେବ। ଏଥିଲାଗି ଭୁବନେଶ୍ବରର କଳିଙ୍ଗ ଏବଂ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମ ପ୍ରସ୍ତୁତ ରହିଛି। ଅଂଶଗ୍ରହଣକାରୀ ୧୬ ଦଳ […]









