୧୩କୁ ଘୁଞ୍ଚିଲା ଚିଟ୍ଫଣ୍ଡ ଶୁଣାଣି
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ନୂଆଦିଲ୍ଲୀ : ବହୁଚର୍ଚ୍ଚିତ ଚିଟ୍ଫଣ୍ଡ ଦୁର୍ନୀତି ମାମଲାର ପରବର୍ତ୍ତୀ ଶୁଣାଣି ଚଳିତ ମାସ ୧୩ରେ କରିବେ ସୁପ୍ରିମକୋର୍ଟ। ବିଚାରପତି ଜଷ୍ଟିସ୍ ଏମ୍.ଆର୍ ଶାହା ଓ ବିଚାରପତି ଜଷ୍ଟିସ୍ ସି.ଟି ରବିକୁମାରଙ୍କ ଖଣ୍ଡପୀଠରେ ଆଜି ଏହି ମାମଲାର ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଥିଲା। […]









