ଚର୍ଚ୍ଚାରେ ରାଗିଂ: ଜିଲ୍ଲାପାଳ, ଏସ୍ପିଙ୍କୁ ରିପୋର୍ଟ ମାଗିଲେ ଏନ୍ଏଚ୍ଆର୍ଆସି
ବ୍ରହ୍ମପୁର : ବ୍ରହ୍ମପୁର ଆଙ୍କୋଲି ବାଇପାସ୍ ଜାତୀୟ ରାଜପଥ କଡ଼ରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନର ଛାତ୍ରୀ ଦୀପ୍ତିଲତା ଦାସଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ରହସ୍ୟର ଉନ୍ମୋଚନ ହୋଇପାରୁ ନାହିଁ। ଏ ନେଇ ଏକ ପିଟିସନ୍ର ଶୁଣାଣି କରି ୪ସପ୍ତାହ ମଧ୍ୟରେ ଆକ୍ସନ୍ ଟେକେନ୍ ରିପୋର୍ଟ(ଏଟିଆର୍) ଦାଖଲ କରିବାକୁ ଜାତୀୟ ମାନବାଧିକାର କମିସନ୍(ଏନ୍ଏଚ୍ଆର୍ସି) ଗଞ୍ଜାମ ଜିଲ୍ଲାପାଳ ଓ ବ୍ରହ୍ମପୁର ଏସ୍.ପି.ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲୋଚାପଡ଼ା ଗ୍ରାମର ଲକ୍ଷ୍ମୀଚରଣ ଦାସଙ୍କ ଝିଅ […]









