ଶୀତକାଳୀନ ଅଧିବେଶନ : ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ, ୫ଟା ଯାଏଁ ମୁଲତବୀ
ଭୁବନେଶ୍ୱର ୨୪।୧୧ : ବିଧାନସଭା ଶୀତକାଳୀନ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଗୃହ କାର୍ଯ୍ୟ ପ୍ରାରମ୍ଭର ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଆଗତ ହୋଇଛି ଶୋକ ପ୍ରସ୍ତାବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ସିପିଆଇ(ଏମ) ନେତା ଲକ୍ଷଣ ମୁଣ୍ଡା ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ସମର୍ଥନ କରିଛନ୍ତି । ତେବେ ପୂର୍ବତନ ମନ୍ତ୍ରୀ ତଥା […]









