ତିନି ଜିଲ୍ଲାରେ ପ୍ରଚଣ୍ଡ ଶବ୍ଦ : ଥରିଲା ଘର କବାଟ, ବାହାରକୁ ଆସିଗଲେ ଲୋକେ
ଯାଜପୁର ୨୩।୧୧ : ତିନି ଜିଲ୍ଲାରେ ପ୍ରଚଣ୍ଡ ଶବ୍ଦ । ଭଦ୍ରକ , ଯାଜପୁର , କେନ୍ଦୁଝର ଜିଲ୍ଲା ପ୍ରଚଣ୍ଡ ଶବ୍ଦ ହୋଇଛି । ଯାହାଫଳରେ କି ଏହି ସବୁ ଅଞ୍ଚଳର କିଛି ଘର କବାଟ ଥରିଥିଲା । ଭୟରେ ବାହାରକୁ ଚାଲିଆସିଲେ । ଖବର ଅନୁଯାୟୀ, ବୁଧବାର ଦିନ ୧୧ଟାରେ ଏହି ତିନୋଟି ଜିଲ୍ଲାରେ ହଠାତ୍ ଏକ ଭୟଙ୍କର ଶବ୍ଧ ଆସିଥିଲା । ଯାହାଫଳରେ ଲୋକେ ଭୟଭୀତ ହୋଇଯାଇଥିଲା । କିନ୍ତୁ ଏହା ୧୦ ମିନିଟ୍ […]









