କୋରେଇରେ ରେଳ ଦୁର୍ଘଟଣା: ହେଲ୍ପ ଲାଇନ୍ ନମ୍ବର ଜାରି କଲା ପୂର୍ବତଟ ରେଳବାଇ
ଭୁବନେଶ୍ବର: କୋରେଇରେ ରେଳ ଦୁର୍ଘଟଣା ପରେ ପୂର୍ବତଟ ରେଳବାଇ ପକ୍ଷରୁ ହେଲ୍ପ ଲାଇନ୍ ନମ୍ବର ଜାରି ହୋଇଛି।। । କୋରେଇ ଷ୍ଟେସନ – ୮୪୫୫୮୮୯୯୦୫ । ଭୁବନେଶ୍ୱର ପାଇଁ ୦୬୭୪-୨୫୩୪୦୨୦ । ଖୋର୍ଦ୍ଧା ରୋଡ୍ କଣ୍ଟ୍ରୋଲ ରୁମ୍ ନମ୍ବର – ୦୬୭୪-୨୪୯୨୨୪୫ । ସୂଚନାଯୋଗ୍ୟ, ଯାଜପୁର ଜିଲ୍ଲାର କୋରେଇରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଛି। ଷ୍ଟେସନ ଦେଇ ଯାଉଥିବା ଏକ ମାଲ୍ ଗାଡି ଲାଇନଚ୍ଯୁତ ହୋଇ ପ୍ଲାଟଫର୍ମକୁ ମାଡ଼ିଯାଇଥିଲା । ଏହାଫଳରେ ପ୍ଲାଟଫର୍ମରେ ଅନ୍ୟ ଟ୍ରେନକୁ […]









