ବର୍ଷେ ପରେ ମେଧାବୀଙ୍କୁ ମିଳିବ ଲାପ୍ଟପ୍ ଟଙ୍କା
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ . ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଅଧୀନରେ ୨୦୨୨ରେ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ଫଳାଫଳ ପ୍ରକାଶକୁ ବର୍ଷେ ବିତିଲାଣି। ଉଚ୍ଚଶିକ୍ଷା ପାଇଁ ମେଧାବୀ ଛାତ୍ରଛାତ୍ରୀ ରାଜ୍ୟ ତଥା ଦେଶ ବାହାରକୁ ଯାଇସାରିଥିବା ବେଳେ ଏବେ ମେଧାବୀଙ୍କୁ ଲାପ୍ଟପ୍ ବାବଦ […]









