ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ମାମଲା, ବୟଫ୍ରେଣ୍ଡଙ୍କୁ ରାତିଅଧିଆ ଜେରା
ଭୁବନେଶ୍ୱର,୧୫/୦୯: ଦୀର୍ଘ ଦିନ ପରେ ପୁଣି ସଫ୍ଟୱେର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ମାମଲାର ତଦନ୍ତ ଆଗେଇଛି । ଚନ୍ଦ୍ରଶେଖରପୁର ଥାନା ପୁଲିସ୍ ଶ୍ୱେତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତ୍ ମହାପାତ୍ରଙ୍କୁ ରାତିଅଧିଆ ଜେରା କରିଛି । ଏହାସହ ପୁଲିସ୍ ଶ୍ୱେତାଙ୍କ ବାପା ଓ ଭାଇଙ୍କୁ ଥାନାକୁ ଡାକି ପଚରାଉଚରା କରିଥିବା ସୂଚନା ମିଳିଛି । ଚନ୍ଦ୍ରଶେଖରପୁର ଥାନା ପୁଲିସ୍ ଘଟଣାର ଦୀର୍ଘ ୨୦ ଦିନ ପରେ ଶ୍ୱେତାଙ୍କ ବୟଫ୍ରେଣ୍ଡ ସୌମ୍ୟଙ୍କୁ ଧରିଛି । ପୂର୍ବରୁ ପୁଲିସ୍ ଥାନାରେ […]
