ପିଲାଛୁଆ ହେଲାନି ବୋଲି ମାରିଦେଲେ ! ଶାଶୁ ଘର ନାଁରେ ହତ୍ୟା ଅଭିଯୋଗ ଆଣିଲେ ଝିଅର ପରିବାର
ଭଦ୍ରକ ୧୪।୦୯: ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରୁ ଆସିଛି ଚାଞ୍ଚଲ୍ୟକର ଘଟଣା । ବିବାହର ଦୁଇ ବର୍ଷ ପରେ ପିଲା ପିଲି ନହେବାରୁ ବଧୂ ହତ୍ୟା ଅଭିଯୋଗ । ଝିଅ ପରିବାର ପକ୍ଷରୁ ଆଣିଲେ ଏପରି ସାଙ୍ଘାତିକ ଅଭିଯୋଗ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ମହିଳାଙ୍କ ସ୍ୱାମୀଙ୍କୁ ଅଟକ ରଖିଛି । ଖବର ଅନୁଯାୟୀ, ଗ୍ରାମାଞ୍ଚଳ ଥାନା ରାଜମୁକୁନ୍ଦପୁର ଗାଁର ସୁଜାତା ୨୦୨୦ ମସିହା ଜୁନ ମାସ ୨୯ ତାରିଖରେ […]