ମୁଣ୍ଡଳୀ ବ୍ରିଜ୍ରୁ ଡେଇଁ ଯୁବକଙ୍କ ନିଖୋଜ ଘଟଣା, ଦୁଇ ଦିନ ପରେ ମିଳିଲା ମୃତଦେହ
ଆଠଗଡ଼ ୨୯।୦୮: ମୁଣ୍ଡଳୀ ବ୍ରିଜରେ ସ୍କୁଟି ରଖି ମହାନଦୀକୁ ଡେଇଁ ଆତ୍ମହତ୍ୟା ଘଟଣା । ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଠାବ । ଆଠଗଡ଼ ଗୁରୁଡିଝାଟିଆ ଥାନା ଲିଙ୍ଗାପଦା ନିକଟ ମହାନଦୀ କୂଳରୁ ମୃତଦେହ ଠାବ ହୋଇଛି । ପୋଲିସ ଘଟଣାସ୍ଥଳର ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, କିଛି ଦିନ ତଳେ ମୁଣ୍ଡଳୀ ବ୍ରିଜ୍ ଉପରେ ଜଣେ ବ୍ୟକ୍ତି ସ୍କୁଟି ରଖି ମହାନଦୀକୁ ଡେଇଁପଡିଥିଲେ । ବହୁ ଖୋଜାଖୋଜି ପରେ ବି ତାଙ୍କର କୌଣସି […]