ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୦ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର ୨୮।୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୭୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୦୧୧୫କୁ ବୃଦ୍ଧି ପାଇଛି […]