୩୮ ହଜାର ଟଙ୍କାରେ ବିକ୍ରି ହେଲା ୨ କ୍ବିଣ୍ଟାଲ୍ର ଭେକଟି ମାଛ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ଭୋଗରାଇ: ମତ୍ସ୍ୟଜୀବୀମାନେ ଗଭୀର ସମୁଦ୍ରକୁ ଯାଇଥିବା ବେଳେ ଏକ ବିଶାଳ ମାଛ ଧରାପଡ଼ିଥିଲା। ମାଛଟିକୁ ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ୍ ସୀମାନ୍ତ ଦୀଘା ମୁହାଣ ମତ୍ସ୍ୟ ଅବତରଣ କେନ୍ଦ୍ରକୁ ଅଣାଯାଇଥିଲା। ମାଛଟିକୁ ଦେଖିବା ପାଇଁ ପ୍ରବଳ ଭିଡ଼ ଜମିଥିଲା। ମାଛଟିର ଓଜନ […]









