୧୦ ଜିଲ୍ଲାରେ ଭର୍ଚୁଆଲ ହାଇକୋର୍ଟ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. କଟକ : ସମସ୍ତ ଜିଲ୍ଲାରେ ହାଇକୋର୍ଟଙ୍କ ଭିଡିଓ କନଫରେନ୍ସିଂ (ଭିସି) କ୍ୟାବିନ ପ୍ରତିଷ୍ଠା କରାଯିବାକୁ ନିଷ୍ପତ୍ତି ନିଆଯାଇଥିବା ବେଳେ ପ୍ରାଥମ ପର୍ଯ୍ୟାୟରେ ୧୦ଟି ଜଜ୍ସିପରେ ଏହା ଆରମ୍ଭ ହେବାକୁ ଯାଉଛି। ଫେବ୍ରୁଆରି ୩ରେ ବାଲେଶ୍ବର, ବ୍ରହ୍ମପୁର (ଗଞ୍ଜାମ), ଭଦ୍ରକ, ଭବାନୀପାଟଣା (କଳାହାଣ୍ଡି), […]









