ନବ ଦାସଙ୍କୁ ଗୁଳିମାଡ଼ ଘଟଣା: ଏତଲା ଦେଲେ ବ୍ରଜରାଜନଗର ଥାନା ଅଧିକାରୀ
ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ. ବ୍ରଜରାଜନଗର: ନବ ଦାସଙ୍କୁ ଗୁଳିମାଡ଼ ଘଟଣାକୁ ନେଇ ବ୍ରଜରାଜନଗର ଥାନା ଅଧିକାରୀ ପ୍ରଦ୍ୟୁମ୍ନ ସ୍ୱାଇଁ (ଆଇଆଇସି) ଏତଲା ଦେଇଥିବା ଜଣାଯାଇଛି। କେସ୍ ନଂ-୩୪ରେ ଆଇପିସିର ଧାରା ୩୦୭ ଓ ଆର୍ମସ୍ ଆକ୍ଟ (୨୭) ୧ ରେ ମାମଲା ରୁଜୁ ହୋଇଥିବା ସୂଚନା […]









