ବିବାଦ ଘେରରେ ପୂର୍ବତନ ଅଧିନାୟକ ବିରାଟ କୋହଲି : ରାଷ୍ଟ୍ରୀୟ ଗାନ ସମୟରେ ଚୋବାଇଲେ ଚୁଇଂଗମ୍
ନୂଆଦିଲ୍ଲୀ ୨୪।୦୧ : ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ପୁଣି ଥରେ ବିବାଦ ଘେରକୁ ଆସିଚନ୍ତି । ମ୍ୟାଚ୍ ଆରମ୍ଭ ହେବା ପୁର୍ବରୁ ଫସି ଯାଇଛନ୍ତି କୋହଲି । ଗତକାଲି ଅର୍ଥାତ୍ ରବିବାର ଦିନ ଦକ୍ଷିଣ ଆଫ୍ରିକା ବିରୋଧରେ ତୃତୀୟ ଓ ଶେଷ ଦିନିକିଆରେ ତାଙ୍କର ଏକ ଭୁଲ କାର୍ଯ୍ୟ ପାଇଁ ତାଙ୍କ ଫ୍ୟାନ୍ସମାନେ ରାଗି ଯାଇଛନ୍ତି । ତାଙ୍କର ଗୋଟିଏ ଭୁଲ ପାଇଁ ଲୋକମାନେ ବିସିସିଆଇଙ୍କୁ ବିରାଟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରିବା ପାଇଁ ଦାବି […]