ଆଜି ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ, ଭାରତୀୟ ମୁକ୍ତି ସଂଗ୍ରାମର ଥିଲେ ଅନ୍ୟତମ ମହାନାୟକ
ସମ୍ବଲପୁର ୨୩।୦୧: ୨୩ ଜାନୁଆରୀ ୧୮୦୯ ଭାରତ ଇତିହାସର ଏକ ପ୍ରମୁଖ ଦିବସ । ଏହି ଦିନ ଭାରତୀୟ ମୁକ୍ତି ସଂଗ୍ରାମର ଅନ୍ୟତମ ମହାନାୟକ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ । ସମ୍ବଲପୁର ଜିଲ୍ଲାର ବୀର ମାଟି ଖିଣ୍ଡାରେ ତାଙ୍କର ଜନ୍ମ । ଆଜି ସ୍ବାଧିନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ ତମ ଜନ୍ମଜୟନ୍ତୀ | ଆଜିର ଦିନରେ ୧୮୦୯ ମସିହାରେ ସମ୍ବଲପୁର ଜିଲ୍ଲାର ଖିଣ୍ଡା ଗ୍ରାମର ଜନ୍ମଗ୍ରହଣ କରିଥିଲେ ବୀରପୁତ୍ର ବୀର ସୁରେନ୍ଦ୍ର ସାଏ […]