ସ୍ୱାସ୍ଥ୍ୟ ପାଇଁ ହିତକର ନାସପାତି: ଓଜନ ହ୍ରାସ ସହ ରହିଛି ଏହିସବୁ ଫାଇଦା
ଭୁବନେଶ୍ୱର ୦୪/୧୦ : ମୌସୁମୀ ଫଳ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ନାସପାତି ମଧ୍ୟ ଏକ ଋତୁକାଳୀନ ଫଳ। ଏହାକୁ ପିୟର୍ସ ମଧ୍ୟ କୁହାଯାଏ। ନାସପାତି ଖାଇବା ଦ୍ୱାରା ଶରୀର ଅନେକ ଲାଭ ହୋଇଥାଏ। ଏଥିରେ ଭିଟାମିନ୍ ସି, ଭିଟାମିନ୍ ବି-କମ୍ପ୍ଲେକ୍ସ, କେ, ମିନେରାଲ୍ସ, ପୋଟାସିୟମ୍, ଫେନୋଲିକ୍ ଯୌଗିକ, ଫୋଲେଟ୍, ଫାଇବର, କପର, ମାଙ୍ଗାନିଜ୍, ମ୍ୟାଗ୍ନେସିୟମ୍, ଏବଂ ଯୌଗିକ ମଧ୍ୟ ଅଛି। ନାସପାତିରେ କ୍ୟାଲୋରୀ ପରିମାଣ ବହୁତ କମ୍, ଯାହା ଓଜନ ହ୍ରାସ କରିବାରେ ସାହାଯ୍ୟ କରିଥାଏ। […]