ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୫୨୮ ସଂକ୍ରମିତ ଚିହ୍ନଟ: ୧୮ରୁ କମ୍ ବୟସ୍କ ୭୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ୍
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ […]