ଆଜିଠୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ୍ ଆରମ୍ଭ ହେଲା
ଭୁବନେଶ୍ବର: ଆଜିଠୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ୍ ଆରମ୍ଭ ହୋଇଛି। ପୂର୍ବରୁ ନବମ ଶ୍ରେଣୀ ପାଇଁ ସ୍କୁଲ ଖୋଲିବାକୁ ଅନୁମତି ରାଜ୍ୟ ସରକାର ଦେଇଥିଲେ। ସକାଳ ୯ଟାରୁ ଦିନ ୧୨ଟା ୩୦ ପର୍ଯ୍ୟନ୍ତ ସ୍କୁଲରେ ପାଠପଢ଼ା ହେବ। ଆଜି ନବମ ଶ୍ରେଣୀର ବହୁ ଛାତ୍ରଛାତ୍ରୀ ନିଜନିଜର ଅଭିଭାବକଙ୍କ ଠାରୁ ଅନୁମତି ପତ୍ର ନେଇ ବିଦ୍ୟାଳୟକୁ ଆସିଛନ୍ତି। ବିଦ୍ୟାଳୟରେ କରୋନା କଟକଣା ମଧ୍ୟରେ ଶିକ୍ଷାଦାନ କରାଯାଉଛି। ବିଏସଇ, ସିବିଏସଇ ଓ ଆଇସିଏସଇ ଏବଂ ରାଜ୍ୟ ସରକାରଙ୍କ ଅନୁମୋଦିତ ଅନ୍ୟାନ୍ୟ […]